ବାଲେଶ୍ବର ଛାତ୍ରୀ ଆତ୍ମାହୁତି: ଜୀବନ ଯୁଦ୍ଧରେ ହାରିଗଲେ
ଭୁବନେଶ୍ବର: ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ। ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ। ସୋମବାର ବିଳମ୍ବିତ ରାତିରେ ଏମ୍ସ କର୍ତ୍ତୃପକ୍ଷ ତାଙ୍କୁ ମୃତ (କ୍ଲିନିକାଲ୍ ଡେଥ୍) ଘୋଷଣା କରିଛନ୍ତି। ଫଳରେ ନିଜ କଲେଜ ଅଧ୍ୟାପକଙ୍କ…